ରାଜ୍ୟରେ ସୁସ୍ଥ ସଂଖ୍ୟା ୩୨୫୭୩୩ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରୁ ୩୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୨୫୭୩୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

 

ଆଜି ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଅନୁଗୁଳ ଜିଲ୍ଲାରୁ ୪୧ଜଣ, ନୂଆପଡ଼ାରୁ ୨୭ଜଣ, ଖୋର୍ଧାରୁ ୨୦ଜଣ, ସମ୍ବଲପୁରରୁ ୧୯ଜଣ, ମୟୁରଭଞ୍ଜରୁ ୧୮ଜଣ, କଟକରୁ ୧୫ଜଣ, ପୁରୀରୁ ୧୫ଜଣ, ବଲାଙ୍ଗୀରରୁ ୧୪ଜଣ, କେନ୍ଦ୍ରାପଡ଼ାରୁ ୧୩ଜଣ, ବାଲେଶ୍ବରରୁ ୧୧ଜଣ, ଯାଜପୁରରୁ ୯ଜଣ, ବରଗଡ଼ରୁ ୭ଜଣ, କେନ୍ଦୁଝରରୁ ୫ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୩ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୨ଜଣ, ନୟାଗଡ଼ରୁ ୨ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, କୋରାପୁଟରୁ ଜଣେ, ନବରଙ୍ଗପୁରରୁ ଜଣେ,ରାୟଗଡ଼ାରୁ ଜଣେ ଓ ଷ୍ଟେଟପୁଲରୁ ୧୦ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ସୁସ୍ଥ ସଂଖ୍ୟା ୩୨୫୭୩୩ରେ ପହଞ୍ଚିଲା first appeared on Sambad.



from କରୋନା – Sambad https://ift.tt/3rKwfp3

Post a Comment

0 Comments