
ବ୍ରହ୍ମପୁର: କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କେତେକ ଗୁରତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ପ୍ରତ୍ୟେକ ଶନିବାର ଓ ରବିବାର ଗୋପାଳପୁର ଓ ସୋନପୁର ବେଳାଭୂମିକୁ ବନ୍ଦ ରଖାଯିବ। ରାମଲିଙ୍ଗେଶ୍ୱର ପାର୍କ ଏବଂ ତାମ୍ପରାକୁ ସୋମବାର ବନ୍ଦ ରଖାଯିବ।
ଅପରପକ୍ଷରେ ମା ତାରାତାରିଣୀ ପୀଠ ପ୍ରତ୍ୟେକ ବୁଧବାର ସାନିଟାଇଜେସନ ପାଇଁ ବନ୍ଦ ରଖାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
The post ଗଞ୍ଜାମ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି: ଶନିବାର, ରବିବାର ଗୋପାଳପୁର ଓ ସୋନପୁର ବେଳାଭୂମି ବନ୍ଦ first appeared on Sambad.from କରୋନା | Sambad https://ift.tt/3dLp9ul
0 Comments