
ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି। କିଛିଦିନ ତଳେ ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ହସ୍ପିଟାଲରେ ସେ ଆଇସୋଲେସନ୍ରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।
The post ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପତ୍ନୀଙ୍କୁ କରୋନା first appeared on Sambad.from କରୋନା | Sambad https://ift.tt/3n2r0PL
0 Comments