
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୯୩୨୯ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୧୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩୬ ଜଣ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୯୧ ହଜାର ୬୭୪କୁ ବୃଦ୍ଧି ପାଇଛି ।
Another 9329 Covid patients have recovered and are being discharged on 14.05.2021
1214 from Khordha
1136 from Sundargarh
780 from Cuttack
487 from Bargarh
470 from Sambalpur
434 from Nuapada
410 from Kalahandi
384 from Anugul
384 from Jharsuguda
319 from Puri
313 from Bolangir— H & FW Dept Odisha (@HFWOdisha) May 14, 2021
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୭୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀରୁ ୩୧୯, ବଲାଙ୍ଗୀରରୁ ୩୧୩ ଓ ନବରଂଗପୁରରୁ ୩୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
71 from Jajapur
53 from Kandhamal
52 from Bhadrak
33 from Deogarh
249 from State PoolThe total recovered cases of Odisha now stand at 491674
— H & FW Dept Odisha (@HFWOdisha) May 14, 2021
ସେହିପରି ମୟୂରଭଂଜରୁ ୨୮୮, ଗଂଜାମରୁ ୨୬୧, ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ସୁବର୍ଣ୍ଣପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩ ଜଣ, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଓ ରାଜ୍ୟପୁଲରୁ ୨୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
The post ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୯୩୨୯ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୧୪ first appeared on Sambad.from କରୋନା | Sambad https://ift.tt/3ylTWHE
0 Comments