ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୮୦୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧରୁ ୬ ହଜାର ୬୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ ହଜାର ୧୯୪।
21. Malkangiri: 70
22. Mayurbhanj: 175
23. Nawarangpur: 419
24. Nayagarh: 204
25. Nuapada: 286
26. Puri: 454
27. Rayagada: 138
28. Sambalpur: 533
29. Sonepur: 210
30. Sundargarh: 1922
31. State Pool: 301— I & PR Department, Odisha (@IPR_Odisha) May 8, 2021
ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ଶହ ୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫ଶହ ୧୦, କଟକରୁ ହଜାରେ ୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୨୪ ହଜାର ୨୦୭ । ସୁସ୍ଥ ହୋଇଛନ୍ତି ୪ଲକ୍ଷ ୩୧ ହଜାର ୬୫୮ଜଣ । କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି ୯୦ ହଜାର ୩୩୫ଜଣ ।
from କରୋନା | Sambad https://ift.tt/3etQRNB
0 Comments