
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୬୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୩୯୭ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
22. Mayurbhanj: 155
23. Nawarangpur: 20
24. Nayagarh: 92
25. Nuapada: 8
26. Puri: 178
27. Rayagada: 49
28. Sambalpur: 23
29. Sonepur: 25
30. Sundargarh: 28
31. State Pool: 73New recoveries: 3385
Cumulative tested: 13684221
Positive: 906429
Recovered: 870787
Active cases: 31619— I & PR Department, Odisha (@IPR_Odisha) June 29, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୨୬୬ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୫ଜଣ, କେଉଁଝରରୁ ୭୦ଜଣ, ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ଜଣ, ମାଲକାନଗିରିରୁ ୬୪ଜଣ, ମୟୁରଭଞ୍ଜରୁ ୧୫୫ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ଜଣ, ରାୟଗଡ଼ାରୁ ୪୯ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୦୬,୪୨୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୭୦,୭୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧, ୬୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୬୪୦ ଜଣ କରୋନା ପଜିଟିଭ ଚିହ୍ନଟ, ବାଲେଶ୍ୱରରୁ ସର୍ବାଧିକ ୩୯୭ first appeared on Sambad.from କରୋନା | Sambad https://ift.tt/3Ab90c3
0 Comments