
ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି |
ସେହିପରି ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୨୨୦, ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୧୮, କଟକରୁ ୩୮୨, ଦେବଗଡରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଯାଜପୁରରୁ ୨୯୨, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡାରୁ ୭୧, କେଉଁଝରରୁ ୭୦, ଖୋର୍ଦ୍ଧାରୁ ୪୦୧, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୁରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡରୁ ୧୪୦, ନୂଆପଡାରୁ ୮, ପୁରୀରୁ ୧୬୧, ରାୟଗଡାରୁ ୫୨, ସମ୍ୱଲପୁରରୁ ୩୦, ସୋନପୁରରୁ ୧୩, ସୁନ୍ଦରଗଡରୁ ୭୧, ଷ୍ଟେଟ ପୁଲରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି |
Covid-19 Report For 24th June
New Positive Cases: 2912
In quarantine: 1675
Local contacts: 1237(Details of local contacts will be shared by concerned Dist Administration)
District Wise Cases:
1. Angul: 119
2. Balasore: 220
3. Bargarh: 31
4. Bhadrak: 136
5. Balangir: 12— I & PR Department, Odisha (@IPR_Odisha) June 25, 2021
ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ପଜିଟିଭଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮ ରେ ପହଂଚିଛି | ଏମାନଙ୍କ ମଧ୍ୟରୁ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୩୩ ହଜାର ୧୫୬ଟି ସକ୍ରିୟ ମାମଲା ରହିଛି |
from କରୋନା | Sambad https://ift.tt/35QMcAi
0 Comments