
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି।
Regret to inform the demise of forty numbers of Covid positive patients while under treatment in hospitals.
1.A 55 years old Male of Angul District.
2.A 50 years old Female of Angul District who was also suffering from Diabetes Mellitus, Hypertension & Hypothyroid.
— H & FW Dept Odisha (@HFWOdisha) June 29, 2021
ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୪ ଏବଂ ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି କଳାହାଣ୍ଡି ଜିଲ୍ଲାରୁ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.
from କରୋନା | Sambad https://ift.tt/3gZSCmW
0 Comments