
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୮୩୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
22. Nawarangpur: 6
23. Nayagarh: 28
24. Puri: 139
25. Rayagada: 11
26. Sambalpur: 23
27. Sonepur: 10
28. Sundargarh: 47
29. State Pool: 94New recoveries: 1865
Cumulative tested: 15581651
Positive: 967548
Recovered: 943069
Active cases: 18914— I & PR Department, Odisha (@IPR_Odisha) July 25, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୭ ଜଣ, ବାଲେଶ୍ୱରରୁ ୧୨୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮୯ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୪୩ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୬୧ ଜଣ, ଯାଜପୁରରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, କେଉଁଝରରୁ ୨୪ ଜଣ, ଖୋର୍ଦ୍ଧାରୁ ୪୯୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୮ ଜଣ, ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୭ ଓ ଷ୍ଟେଟ ପୁଲରୁ ୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୬୭, ୫୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୪୩, ୦୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୮,୯୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3iQlrlM
0 Comments