ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 6th August
New Positive Cases: 1096
In quarantine: 637
Local contacts: 459(Details of local contacts will be shared by concerned Dist Administration)
District Wise Cases:
1. Angul: 40
2. Balasore: 77
3. Bargarh: 11
4. Bhadrak: 21
5. Balangir: 7— I & PR Department, Odisha (@IPR_Odisha) August 7, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୦ ଜଣ, ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୯୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୨, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୫, ୮୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୬, ୯୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨, ୪୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/37r6zEU
0 Comments