ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

The post ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ୨୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୬୦ସୁସ୍ଥ first appeared on Sambad.

from କରୋନା | Sambad https://ift.tt/2XqG1T4