ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରରୁ ୧୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୨୩ଜଣ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୫୧ଜଣ ରହିଛନ୍ତି। ଏଯାବତ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୧୨୩ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟ ଭୁବନେଶ୍ବରରୁ ୧୨୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ସୁସ୍ଥଙ୍କ ସଂଖ୍ୟା ୧୦୫୧୨୩ରେ ପହଞ୍ଚିଛି। ସେହିପରି ଏହି ମହାମାରୀ କରୋନାରେ ୧୦୦୯ଙ୍କ ମୃତ୍ୟୁ ହୋଇଥିବା ବେଳେ ସକ୍ରିୟ ମାମଲା ୩୪୭୫ଟି ରହିଛି।

The post ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୭୪ ଜଣ କରୋନା ଆକ୍ରାନ୍ତ first appeared on Sambad.

from କରୋନା | Sambad https://ift.tt/3EgFSSO